ବିଜେପି ଛାଡିଲେ ଲେଖାଶ୍ରୀ ସାମନ୍ତସିଂହାର

ଭୁବନେଶ୍ବର: ରାଜ୍ୟ ବିଜେପିକୁ ଆଉ ଏକ ଝଟକା । ବିଜେପି ଛାଡିଲେ ଲେଖାଶ୍ରୀ ସାମନ୍ତସିଂହାର। ସୋସିଆଲ ମିଡିଆ ଜରିଆରେ ସେ ଏହି ସୂଚନା​‌ ଦେଇଛନ୍ତି। ସେ ବିଜେପିର ଉପସଭାପତି ପଦରେ ଥିଲେ। ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଉଲ୍ଲେଖ କରିଛନ୍ତି। ବିଜେପି ରାଜ୍ୟ ସଭାପତିଙ୍କୁ ସେ ତାଙ୍କର ଇସ୍ତଫା ପତ୍ର ପଠାଇଥିବା ସୂଚନା ମିଳିଛି।ଲେଖାଶ୍ରୀ ଗତ ୧୦ ବର୍ଷ ଧରି ବିଜେପିରେ ସକ୍ରିୟ ଥିଲେ । ଦଳର ପ୍ରତିଟି କାର୍ଯ୍ୟକୁ ସେ ନିଷ୍ଠାର ସହ ସମ୍ପାଦନ କରିଆସିଛନ୍ତି ।

Hunkar Live
Author: Hunkar Live

Read More

Leave a Comment

Read More

Our Company

Newsletter

Laest News

2024 Reserved Hunkar Live | Designed by Best News Portal Development Company - Traffic Tail