Saturday, January 3, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମଦିବସ ଅବସରରେ ବିଜେପି ପକ୍ଷରୁ ସ୍ବଚ୍ଛତା ଭାରତ ଅଭିଯାନ ଅନୁଷ୍ଠିତ ହେଉଛି।

ଭୁବନେଶ୍ବର:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମଦିବସ ଅବସରରେ ବିଜେପି ପକ୍ଷରୁ ସ୍ବଚ୍ଛ ଭାରତ ଅଭିଯାନ ଅନୁଷ୍ଠିତ ହେଉଛି। ରାଜଧାନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଛନ୍ତି। ମାଷ୍ଟରକ୍ୟାଣ୍ଟିନ୍‌ ଛକଠାରେ ଆୟୋଜିତ ସ୍ବଚ୍ଛତା ଭାରତ ଅଭିଯାନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ଓଡ଼ିଶା ବିଜେପି ପ୍ରଭାରୀ ବିଜୟ ସିଂ ତୋମାର୍ ପ୍ରମୁଖ ଅଂଶଗ୍ରହଣ କରିଥିଲେ।

Hunkar Live
Author: Hunkar Live

Leave a Comment

Read More

Our Company

Newsletter

Laest News

2024 Reserved Hunkar Live | Designed by Best News Portal Development Company - Traffic Tail​