Saturday, April 26, 2025

ଆମେଥି, ରାଏବରେଲି ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ରାଏବରେଲିରୁ ଲଢ଼ିବେ ରାହୁଲ ଗାନ୍ଧି

ନୂଆଦିଲ୍ଲୀ : ଉତ୍ତରପ୍ରଦେଶର ସବୁଠାରୁ ଚର୍ଚ୍ଚିତ ଆସନ ଆମେଥି, ରାଏବରେଲିକୁ ନେଇ ହଟିଲା ସସ୍ପେନ୍ସ। ନାମାଙ୍କନରେ ଶେଷ ଦିନରେ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ। ଏଥିର ଆମେଥି ନୁହେଁ ରାଏବରେଲିରୁ ଲଢ଼ିବେ ରାହୁଲ ଗାନ୍ଧି। ସେହିପରି ଆମେଥି ଆସନରେ କିଶୋରୀ ଲାଲ ଶର୍ମାଙ୍କୁ ପ୍ରାର୍ଥୀ କରିଛି ଦଳ । ସେହିପରି ପ୍ରିୟଙ୍କା ଗାନ୍ଧୀ ଚଳିତ ନିର୍ବାଚନ ଲଢ଼ିବେନି ବୋଲି ମଧ୍ୟ ସ୍ପଷ୍ଟ ହୋଇଛି ।

Hunkar Live
Author: Hunkar Live

Read More

Leave a Comment

Read More

Our Company

Laest News

2024 Reserved Hunkar Live | Designed by Best News Portal Development Company - Traffic Tail