Category: ଖେଳନ୍ତୁ |

ବିଶ୍ବକପ୍ ସେମିଫାଇନାଲ ରେ ନ୍ୟୁଜିଲାଣ୍ଡକୁ ୭୦ ରନରେ ହରାଇଲା ଭାରତ

ମୁମ୍ବାଇ : ବୁଧବାର ଖେଳାଯାଇଥିବା ସେମିଫାଇନାଲ ମ୍ୟାଚରେ ଭାରତ ନ୍ୟୁଜିଲାଣ୍ଡକୁ ୭୦ ରନରେ ପରାସ୍ତ କରିଛି । ଭାରତ ଦ୍ବାରା ରଖାଯାଇଥିବା ୩୯୮ ରନ ଲକ୍ଷ୍ୟ ଜବାବରେ ନ୍ୟୁଜିଲାଣ୍ଡ ୩୨୭ ରନ କରି ଅଲଆଉଟ ହୋଇଯାଇଥିଲା

Read More »