
ସର୍ବଦଳୀୟ ବୈଠକରେ ସମସ୍ତଙ୍କ ସହଯୋଗ ଲୋଡ଼ିଲେ ବାଚସ୍ପତି, କାଲିଠୁ ଶୀତକାଳୀନ ଅଧିବେଶନ
ଭୁବନେଶ୍ୱର: ଶୀତକାଳୀନ ଅଧିବେଶନର ଅବ୍ୟବହିତ ପୂର୍ବରୁ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ସର୍ବଦଳୀୟ ବୈଠକରେ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି। ଗୃହକୁ ସୁରୁଖୁରୁରେ ଚଳାଇବାକୁ ବିରୋଧୀଙ୍କ ସହଯୋଗ ଲୋଡ଼ିଛନ୍ତି ବାଚସ୍ପତି। ଆସନ୍ତାକାଲି