
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହକୁ ଆସୁ ନାହାନ୍ତି, ଅନୁପସ୍ଥିତ ରହୁଛନ୍ତି, ଆମ ନେତାଙ୍କୁ କ’ଣ କହୁଛନ୍ତି: ପ୍ରମିଳା ମଲ୍ଲିକ
ଭୁବନେଶ୍ଵର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗୃହକୁ ଆସୁନଥିବା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକ୍ଷେପ ବିଷୟରେ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ।








