ଅପରାଜିତାଙ୍କ ମନ୍ତବ୍ୟକୁ ନେଇ ଝଡ଼ : ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ କାଳୁ ଚରଣ ଖଣ୍ଡେଇତରାୟ
ଭୁବନେଶ୍ବର: କେଇଟା ଦିନ ପୂର୍ବରୁ ମିଳିମିଶି ଭୁବନେଶ୍ବର ବିଜେପି ଲୋକସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ଓ ଆଶାୟୀ ବିଜେପି ବିଧାୟକ ପ୍ରାର୍ଥୀ କାଳୁ ଚରଣ ଖଣ୍ଡେଇତରାୟ ଖୋର୍ଦ୍ଧା ବିଧାନସଭା କ୍ଷେତ୍ରର