
ଉଚ୍ଚଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ: ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ ଏବଂ POSH Act, 2013 ସମ୍ବନ୍ଧରେ ସଚେତନତା କର୍ମଶାଳାର ଆୟୋଜନ ପାଇଁ ଚିଠି ଜାରି କଲା ଉଚ୍ଚଶିକ୍ଷା ବିଭାଗ
ଭୁବନେଶ୍ୱର ୧୮ ଜୁଲାଇ, ୨୦୨୫ :ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ସରକାରୀ ମହାବିଦ୍ୟାଳୟ, ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ବେସରକାରୀ ମହାବିଦ୍ୟାଳୟ କ୍ୟାମ୍ପସ ପରିସରରେ ରହିଥିବା ପ୍ରମୁଖ